• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ଅମାବାସ୍ୟା ରାତ୍ରି ୧୧.୫୦ ଗତେ ପ୍ରତିପଦ,ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Monday 08 Apr 2024

ପୁନର୍ବସୁ - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ ।

ପୁଷ୍ୟା – ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।

ଅଶ୍ଳେଷା - ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :