• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ଅମାବାସ୍ୟା ରାତ୍ରି ୧୧.୫୦ ଗତେ ପ୍ରତିପଦ,ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Monday 08 Apr 2024

ଉ , ଫାଲଗୁନୀ – ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । ବ୍ୟବସାୟ-ବାଣିଜ୍ୟରେ ପ୍ରଗତି କରିବେ । ନୂଆ କର୍ମଚାରୀଙ୍କ ସାକ୍ଷାତରେ କିଛି ନୂଆ ମଉକା ପାଇପାରିବେ ।

ହସ୍ତା – ରାଜନିତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ଶିକ୍ଷାତ୍ରି ମାନେ ଅଧ୍ୟୟନ ରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।

ଚିତ୍ରା – ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର‌୍ୟ୍ୟ ଅତି ଶିଘ୍ର ପୂରଣ ହେବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :