• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ଅମାବାସ୍ୟା ରାତ୍ରି ୧୧.୫୦ ଗତେ ପ୍ରତିପଦ,ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Monday 08 Apr 2024

ବିଶାଖା – ଶରୀର ଭଲ ରହିବ ସହିତ ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ

ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ କ୍ଷ

ଜ୍ୟେଷ୍ଠା – କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ କ୍ଷ ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ କ୍ଷ

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :