• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ଅମାବାସ୍ୟା ରାତ୍ରି ୧୧.୫୦ ଗତେ ପ୍ରତିପଦ,ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Monday 08 Apr 2024

ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଆଜ୍ଞା ପାଳନ କରିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :