Daily Horoscope 8th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1741745519-659770.jpg)
ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ । ଯାହା ଚିନ୍ତା କରୁଥିବେ ତାହାର ଓଲଟା କାମ ମନକୁ ଭାରାକ୍ରାନ୍ତ କରିପାରେ । ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
