• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।

Taurus

ବୃଷ

Tuesday 08 Aug 2023

କୃତିକା- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ ।

ରୋହିଣୀ- ଆପଣଙ୍କ କଳାତ୍ମକ ବଢିପାରେ । ମହିଳାମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ ।

ମୃଗଶିରା- ପୌତିକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ପରିବାରରେ ଲୋକେ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।

ପ୍ରତିକାର – ଶୁକ୍ରଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :