• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।

Pisces

ମୀନ

Tuesday 08 Aug 2023

ପୂ, ଭାଦ୍ରପଦ- ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ । ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ ।

ଉ, ଭାଦ୍ରପଦ- କୌଣସି ବନ୍ଧୁଙ୍କ ସକାଶେ କଷ୍ଟ ସ୍ୱୀକାର କରିବାକୁ ପଡ଼ିପାରେ । ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ, କିନ୍ତୁ କାମ ଅଟକି ରହିବ ନାହିଁ ।

ରେବତୀ- ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି

ପ୍ରତିକାର- ମା’ ତାରାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :