• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।

Gemini

ମିଥୁନ

Tuesday 08 Aug 2023

ମୃଗଶିରା - ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ରହିଛି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଜୀବନ ସାଥୀଙ୍କ ପାଇଁ ଭଲ ତାଳମେଳ ବଜାୟ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ ।

ଆଦ୍ରା- କର୍ମକ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରିପାରନ୍ତି । ରାଜନୀତି କ୍ଷେତ୍ରରେ ସାହାର୍ଯ୍ୟ ସହଯୋଗ ପାଇବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । କୌଣସି କାର୍ଯ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ପୁନର୍ବସୁ- ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ । ମହିଳାମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ । କାଳକ୍ଷେପଣ ପଦ୍ଧତି ଅନୁଯାୟୀ ସମସ୍ୟାର ସମାଧାନ କରିବେ ।

ପ୍ରତିକାର- ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :