• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।

Cancer

କର୍କଟ

Tuesday 08 Aug 2023

ପୁନର୍ବସୁ- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ ।

ପୁଷ୍ୟା- ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ରାଜନୈତିକ ଜୀବନରେ ଶତ୍ରୁ ବୃଦ୍ଧି ଦେଖାଦେବ ।

ଅଶ୍ଳେଷା- ଇଂଜିନିୟରଙ୍କୁ ବଡ କଂପାନୀରେ ପ୍ରସ୍ତାବ ମିଳିପାରେ । କୈାଣସି ଜରୁରୀ ଯୋଜନା ସଫଳ ହେବ । କ୍ରୋଧକୁ ଆୟତ୍ତରେ ରଖନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :