• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।

Virgo

କନ୍ୟା

Tuesday 08 Aug 2023

ଉ- ଫାଲ୍‌ଗୁନୀ- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ବିଶ୍ୱାସୀ ଲୋକମାନେ ଧୋକା ଦେବେ ।

ହସ୍ତା- କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ସାସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି । ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ ।

ଚିତ୍ରା- ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳାମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।

ପ୍ରତିକାର - ବୁଧଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :