• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।

Libra

ତୁଳା

Tuesday 08 Aug 2023

ଚିତ୍ରା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ପାରିବାରିକ ଜୀବନରେ ଶାନ୍ତିରେ କଟିବ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ

ସ୍ୱାତୀ- ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ

ବିଶାଖା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :