• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ନୂତନ ଚାକିରି ମିଳିପାରେ

ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି - ୮ମୀ ରାତ୍ରି ୦୩.୫୨ ଗତେ ୯ମୀ । ଘାତ ଚନ୍ଦ୍ର- ମେଷ ଅହୋରାତ୍ର । ଘାତବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ- ଭୂମିଦାନ ରାତ୍ରି ୦୧.୩୩ ଗତେ ୨ ପାଦ-କୃଷି ଓ ବଂଶହାନୀ-ଭୂମି ଓ ତିଳକାଞ୍ଜନ ଦାନ ।

Capricorn

ମକର

Tuesday 08 Aug 2023

ଉ, ଷାଢା- କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ଶ୍ରବଣା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ ।

ଧନିଷ୍ଠା- ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।

ପ୍ରତିକାର- ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :