• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Taurus

ବୃଷ

Thursday 08 Aug 2024

କୃତିକା- ପ୍ରେମରେ ବିଶ୍ୱାସ ବଢିବ । ଆତ୍ମବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ।

ରୋହିଣୀ- ରାଜନୀତି କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନୋବଳକୁ ସୁଦୃଢ କରିବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ।

ମୃଗଶିରା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :