• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Aquarius

କୁମ୍ଭ

Thursday 08 Aug 2024

ଧନିଷ୍ଠା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇ ପାରେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଚାକିରିରେ ଆପଣଙ୍କର ପ୍ରାଧାନ୍ୟ ବଢିବ।

ଶତଭିଷା- ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ଅସ୍ଥିରତା କାରଣରୁ କୌଣସି କାର୍ଯ୍ୟକୁ ଠିକ୍ ଭାବରେ କରିପାରିବେ ନାହିଁ । ମହିଳାମାନେ ମାନ ସମ୍ମାନ ପାଇବେ ।

ପୂ,ଭାଦ୍ରପଦ- ଆୟନୀର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :