• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Pisces

ମୀନ

Thursday 08 Aug 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।

ଉ,ଭାଦ୍ରପଦ- ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ।

ରେବତୀ- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।

ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :