• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Cancer

କର୍କଟ

Thursday 08 Aug 2024

ପୁନର୍ବସୁ- ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତ୍ରୁମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଯୋନଜାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ ।

ପୁଷ୍ୟା- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଅଶ୍ଲେଷା- ନୂତନ ଯାନବାହନ କିଣିପାରନ୍ତି । ରାସ୍ତା ଘାଟରେ ସାବଧାନତା ସହିତ ଯାତାୟତ କରନ୍ତୁ । ମହିଳାମାନେ ଆଭୂଷଣ ପ୍ରିୟ ହେବେ ।

ପ୍ରତିକାର – ଗୁରୁଜନମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :