• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Virgo

କନ୍ୟା

Thursday 08 Aug 2024

ଉ,ଫଳଗୁନି- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ହସ୍ତା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ଚିତ୍ରା- ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । କୋର୍ଟକଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :