• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Libra

ତୁଳା

Thursday 08 Aug 2024

ଚିତ୍ରା- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବିଗିଡି ଯାଇଥିବା କାର୍ଯ୍ୟ ଠିକ୍ ହୋଇଯିବ ।

ସ୍ୱାତୀ- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

ବିଶାଖା- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସମ୍ପତ୍ତିକୁ ନେଇ ସାମାନ୍ୟ ଝଗଡା ଲାଗିପାରେ । ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :