• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Scorpio

ବିଛା

Thursday 08 Aug 2024

ବିଶାଖା- ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ଅନୁରାଧା- ପୁରୁଣା ନେତାଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚ୍ଚିତ୍ର ସଂଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ ।

ଜ୍ୟେଷ୍ଠା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :