• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Sagittarius

ଧନୁ

Thursday 08 Aug 2024

ମୂଳା- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗିରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ ।

ପୂ,ଷାଢା- କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଉନ୍ନତି ହେବା ସହ ପ୍ରଶଂସା ମିଳିପାରେ ।

ଉ,ଷାଢା- ରାଜନୀତି କ୍ଷେତ୍ରରେ କୌଶଳ ପୂର୍ଣ୍ଣ ଦୃଢ ପଦକ୍ଷେପ ନେବେ । ଶତ୍ରୁମାନେ ପୁନରାୟ ପଛରେ ଲାଗିଯାଇ ପାରନ୍ତି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ନିଜ ପରିଶ୍ରମର ସଫଳତା ପାଇବେ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :