• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th August 2024: ଏହି ରାଶିର ବ୍ୟକ୍ତିଙ୍କର ପ୍ରେମଜୀବନ ମଧୁରମୟ ରହିବ ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।

Capricorn

ମକର

Thursday 08 Aug 2024

ଉ,ଷାଢା- ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ଶ୍ରବଣା- ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ ।

ଧନିଷ୍ଠା- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :