• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ, ତିଥି- ପୂର୍ଣ୍ଣିମା ଦିବା ୦୯/୩୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର- ବିଛା ରାତ୍ରି ୦୧/୪୪ ଗତେ କନ୍ୟା, ଘାତ ବାର – ତୁଳା ,କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Thursday 08 Dec 2022

କୃତିକା - ଘର କାମରେ ବ୍ୟସ୍ତ ଯୋଗୁଁ ଅଫିସ ଯିବାରେ ବିଳମ୍ବ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।

ରୋହିଣୀ – ବନ୍ଧୁ ମାନଙ୍କ ପାଖରେ ନିଜ କଥା ରଖି ପାରିବେ ନାହିଁ । ପରିଶ୍ରମର ପୁରା ଫଳ ନମିଳିପାରେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନରତ ରହିବେ ।

ମୃଗଶିରା – ଋଣ ସୁଝି ନପାରି ଚିନ୍ତାରେ ପଡିପାରନ୍ତି । ପ୍ରଶାସନିକ ସ୍ତରରେ ଅଭିଯୋଗ ଆସିପାରେ ।

ପ୍ରତିକାର – ଶ୍ରୀ ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :