• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ, ତିଥି- ପୂର୍ଣ୍ଣିମା ଦିବା ୦୯/୩୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର- ବିଛା ରାତ୍ରି ୦୧/୪୪ ଗତେ କନ୍ୟା, ଘାତ ବାର – ତୁଳା ,କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Thursday 08 Dec 2022

ଧନିଷ୍ଠା – ଦାମ୍ପତ୍ୟ ଜୀବନ ମଧୁରତା ପୂର୍ଣ୍ଣ ହେବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ନୂଆ ପନ୍ଥା ପ୍ରୟୋଗ କରିବେ ।

ଶତଭିଷା – ରାଜନୀତିରେ ବଡ କାମ ହାତକୁ ନେବେ । କ୍ୟାରିୟରରେ ଆଗକୁ ବଢିବା ଲାଗି ନୂଆ ଅବସର ମିଳିବ ।

ପୂ , ଭାଦ୍ରପଦ – ସାମାଜିକ କାର୍ଯ୍ୟ ଲାଗି ରୁଚି ବଢିପାରେ । ଜମିକୁ ନେଇ ଲାଗି ରହିଥିବା ମତାନ୍ତର ଦୂର ହୋଇଯିବ ।

ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :