• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ, ତିଥି- ପୂର୍ଣ୍ଣିମା ଦିବା ୦୯/୩୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର- ବିଛା ରାତ୍ରି ୦୧/୪୪ ଗତେ କନ୍ୟା, ଘାତ ବାର – ତୁଳା ,କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Thursday 08 Dec 2022

ମଘା – ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।

ପୂ , ଫାଲଗୁନୀ - ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାର୍ଥୀ ମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ଉ,ଫାଲଗୁନୀ – ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ ।

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :