• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ, ତିଥି- ପୂର୍ଣ୍ଣିମା ଦିବା ୦୯/୩୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର- ବିଛା ରାତ୍ରି ୦୧/୪୪ ଗତେ କନ୍ୟା, ଘାତ ବାର – ତୁଳା ,କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Thursday 08 Dec 2022

ଉ , ଫାଲଗୁନୀ – ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ହସ୍ତା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ ।

ଚିତ୍ରା – ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :