• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ, ତିଥି- ପୂର୍ଣ୍ଣିମା ଦିବା ୦୯/୩୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର- ବିଛା ରାତ୍ରି ୦୧/୪୪ ଗତେ କନ୍ୟା, ଘାତ ବାର – ତୁଳା ,କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Thursday 08 Dec 2022

ଚିତ୍ରା – ସମ୍ପର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ।

ସ୍ୱାତୀ – ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ।

ବିଶାଖା – ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି।

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :