• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ, ତିଥି- ପୂର୍ଣ୍ଣିମା ଦିବା ୦୯/୩୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର- ବିଛା ରାତ୍ରି ୦୧/୪୪ ଗତେ କନ୍ୟା, ଘାତ ବାର – ତୁଳା ,କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Thursday 08 Dec 2022

ବିଶାଖା – ଶରୀର ପାଇଁ ଚିନ୍ତା ଆଦୌ ରହିବ ନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ।

ଅନୁରାଧା – ଛାତ୍ରଛାତ୍ରୀ ମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ । ମହିଳା ମାନେ ଖିଆଲି ମନବୃତ୍ତି ପୋଷଣ କରିବେ । ବ୍ୟବସାୟ ବଢାଇବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ ।

ଜ୍ୟେଷ୍ଠା – ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ଆୟିନୀର ଦ୍ୱାରସ୍ଥ ହେବେ ।

ପ୍ରତିକାର – ସକାଳୁ କୁକୁରକୁ କିଛି ଖାଇବା ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :