• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆବଶ୍ୟକତା ଠାରୁ ଅଧିକ ଧନ ମିଳିବ

ସୈାର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର – ବୃଷ ରାତ୍ରି ୦୧/୪୪ ଗତେ ମିଥୁନ, ତିଥି- ପୂର୍ଣ୍ଣିମା ଦିବା ୦୯/୩୮ ଗତେ ପ୍ରତିପଦ, ଘାତ ଚନ୍ଦ୍ର- ବିଛା ରାତ୍ରି ୦୧/୪୪ ଗତେ କନ୍ୟା, ଘାତ ବାର – ତୁଳା ,କୁମ୍ଭ, ପୁଷ୍କର ଦୋଷ – ନାସ୍ତି

Capricorn

ମକର

Thursday 08 Dec 2022

ଉ, ଷାଢା - କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ।

ଶ୍ରବଣା – ସାମାଜିକ କାର୍ଯ୍ୟ ଲାଗି ରୁଚି ବଢିପାରେ । ବ୍ୟବସାୟୀ ମାନେ ନୂତନ ବ୍ୟବସାୟ ଆରମ୍ଭ କରିବେ । ମହିଳା ମାନେ ଆତ୍ମନିର୍ଭରଶୀଳ ହେବେ।

ଧନିଷ୍ଠା – କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ।

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :