• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2023 : ଆର୍ଥିକ ସମସ୍ୟା ସମାଧାନ ହେବ, କ୍ରୀଡା କ୍ଷେତ୍ରରେ ସଫଳତା

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ରାତ୍ରି ୦୯.୫୨ ତୁଳା ତିଥି- ୧୧ଶୀ ଅହୋରାତ୍ର

Aries

ମେଷ

Friday 08 Dec 2023

ଅଶ୍ୱନୀ- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ
ଦ୍ୱିଜା- କୌଣସି  କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
କୃତିକା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ
ପ୍ରତିକାର -  ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :