• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Dec 2023 : ଆର୍ଥିକ ସମସ୍ୟା ସମାଧାନ ହେବ, କ୍ରୀଡା କ୍ଷେତ୍ରରେ ସଫଳତା

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ରାତ୍ରି ୦୯.୫୨ ତୁଳା ତିଥି- ୧୧ଶୀ ଅହୋରାତ୍ର

Aquarius

କୁମ୍ଭ

Friday 08 Dec 2023

ଧନିଷ୍ଠା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ

ଶତଭିଷା- ରାଜନୀତିରେ ସକ୍ରିୟ ଭୂମିକା ଗ୍ରହଣ କରିବେ । ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ

ପୂ,ଭାଦ୍ରପଦ- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାଲିମକଦ୍ଦମାରେ ସଫଳତା ମିଳିବ ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :