ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଶୁକ୍ରବାର ଚନ୍ଦ୍ର- କନ୍ୟା ରାତ୍ରି ୦୯.୫୨ ତୁଳା ତିଥି- ୧୧ଶୀ ଅହୋରାତ୍ର
ମଘା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ
ପୂ,ଫାଲଗୁନି- ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।
ଉ,ଫାଲଗୁନି- ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧