Daily Horoscope 8th December 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1733630829-371872.jpg)
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୭ମୀ ଦିବା ୦୯.୪୪ ଗତେ ୮ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୯.୪୪ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
