ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୭ମୀ ଦିବା ୦୯.୪୪ ଗତେ ୮ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୯.୪୪ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
ଉ,ଫଳଗୁନି-ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ।
ହସ୍ତା- ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ପ୍ରତ୍ୟୁଷ କାଳରେ ଆରମ୍ଭ କରିଥିବା କାମଟି ଯଥା ସମୟରେ ସମ୍ପନ୍ନ କରିପାରିବେ। ଛାତ୍ରଛାତ୍ରୀ ମାନେ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।
ଚିତ୍ରା- ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ। ପିଲାଙ୍କ କୃତିତ୍ୱ, ରଚନାମତ୍କ କାମରେ ପ୍ରଶଂସା ହେତୁ ଖୁସି ଅନୁଭବ କରିପାରନ୍ତି । ରାଜନୀତି କ୍ଷେତ୍ରରେ ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ଭଲ ସମ୍ପର୍କ ବୃଦ୍ଧି ହେବ ।
ପ୍ରତିକାର - ଗୁରୁଜନ ମାନଙ୍କର ଚରଣ ସ୍ପର୍ଶ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯