• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Feb 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ...

ସୌର ମକର ମାସ ମାଘ କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁବାର। ଚନ୍ଦ୍ର- ଧନୁ ଦିବା ୧୦.୦୩ ଗତେ ମକର। ତିଥି- ୧୩ଶୀ ଦିବା ୧୧.୧୭ ଗତେ ୧୪ଶୀ।

Aries

ମେଷ

Thursday 08 Feb 2024

ଅଶ୍ୱନୀ- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ଦ୍ୱିଜା- ସନ୍ତାନମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିତିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ।

କୃତିକା- ପିତୃ ପୁରୁଷ ସମ୍ପତିରୁ ଭାଗ ପାଇପାରନ୍ତି । ଓକିଲମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :