• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।

Taurus

ବୃଷ

Saturday 08 Feb 2025

କୃତିକା- ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ

ରୋହିଣୀ – ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।

ମୃଗଶିରା – ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୧୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result