• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।

Aquarius

କୁମ୍ଭ

Saturday 08 Feb 2025

ଧନିଷ୍ଠା – ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।

ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ପୂ , ଭାଦ୍ରପଦ – ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୧୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result