ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।
ମଘା – ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।
ପୂ , ଫାଲଗୁନୀ - ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।
ଉ ,ଫାଲଗୁନୀ – ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନୀତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୧୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।