• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।

Virgo

କନ୍ୟା

Saturday 08 Feb 2025

ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ

ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀ କ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି

ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ

ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୧୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result