ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।
ଚିତ୍ରା – ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ସ୍ୱାତୀ – ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।
ବିଶାଖା – ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୧୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।