ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।
ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।
ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ୟ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ
ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୧୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।