• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Febryary 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ।

Capricorn

ମକର

Saturday 08 Feb 2025

ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ

ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ସନ୍ତାନଙ୍କ ଚିନ୍ତାରେ ରହିବେ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ଶନିବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୮.୧୬ ଗତେ ୧୨ଶୀ । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୧୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ।

Total Seats 70

BJP 48
AAP 22
INC 0
OTHERS 0

Delhi Vidhan Sabha Election Result