• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Aries

ମେଷ

Monday 08 Jan 2024

ଅଶ୍ୱନୀ- ଆପଣଙ୍କର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ ଯାହାଦ୍ୱାରା ଆଜି ଆପଣ ଋଣ ମୁକ୍ତ ହୋଇପାରିବେ । କିଛି ଲୋକଙ୍କ ପାଇଁ ପରିବାରରେ ଖୁସି ଖବର ଆସିପାରେ ଯାହା ଯୋଗୁ ଉତ୍ସବ ଓ ଭୋଜି-ଭାତ ହୋଇ ପାରେ । 
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି । ପ୍ରତ୍ୟେକ କଥାରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ । 
କୃତିକା- ଛାତ୍ରଛାତ୍ରୀମାନେ ପାଠପଢାରେ ବ୍ୟସ୍ତ ରହିବେ । ନିଜର ମର୍ଯ୍ୟାଦାକୁ  ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ । 
ପ୍ରତିକାର- ମହାମୃତ୍ୟୁଞୟ ମନ୍ତ୍ର  ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :