• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Taurus

ବୃଷ

Monday 08 Jan 2024

କୃତିକା- ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ । 
ରୋହିଣୀ- ଭ୍ରମଣ, ମନୋରଞ୍ଜନ କୁ ବେଶୀ ଗୁରୁତ୍ୱ ଦେଇ ପାରନ୍ତି । ଆପଣ ଆପଣଙ୍କ ଖାଲି ସମୟରେ ଘର ସଫାସଫି କରିବାକୁ ପସନ୍ଦ କରିବେ । ଜୀବନର ଆନନ୍ଦ ନେବାକୁ ହେଲେ ବନ୍ଧୁ ମାନଙ୍କୁ ସମୟ ଦେବା ଦରକାର
ମୃଗଶିରା- ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଖାଦ୍ୟ ପେୟ ପ୍ରତି ସଜାଗ ରୁହନ୍ତୁ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ ।
ପ୍ରତିକାର- ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :