• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Aquarius

କୁମ୍ଭ

Monday 08 Jan 2024

ଧନିଷ୍ଠା- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । 
ଶତଭିଷା- ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରଶାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ରାଜନୀତି ମନ ଚାହୁଁଥିବା ପଦ ପାଇବେ । 
ପୂ,ଭାଦ୍ରପଦ- ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ଶିକ୍ଷାର୍ଥୀଙ୍କ ଆଶା ସଫଳ ହେବ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ ।
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :