• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Pisces

ମୀନ

Monday 08 Jan 2024

ପୂ,ଭାଦ୍ରପଦ- ବ୍ୟବସାୟରେ ଅଗ୍ରଗତି ଘଟିବ । କୌଣସି ଜିନିଷ ଦ୍ୱାରା ଆଘାତ ପାଇ ପାରନ୍ତି । ପରିବାରରେ ସମସ୍ତେ ଶାନ୍ତିରେ ସମୟ ଶାନ୍ତିରେ ସମୟ କାଟିବେ । 
ଉ,ଭାଦ୍ରପଦ- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ଯ୍ୟକୁ ସମ୍ଭାଳୀ ନେବେ । 
ରେବତୀ- ଭୂ-ସମ୍ପତିକୁ ନେଇ ବିବାଦ ଦେଖାଦେବ । ଅଫିସ୍‌ରେ ଆପଣଙ୍କ କାମ ଦେଖି ସମସ୍ତେ ଖୁସି ହେବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । 
ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :