• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Cancer

କର୍କଟ

Monday 08 Jan 2024

ପୁନର୍ବସୁ- ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ ।  
ପୁଷ୍ୟା- ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ । ପ୍ରେମିକ, ପ୍ରେମିକା ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ । 
ଅଶ୍ଲେଷା- ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପିଲା ମାନେ ଯାନବାହନ କିଣିବା ପାଇଁ ଜିଦ୍ ଧରି ପାରନ୍ତି । ଶତ୍ରୁ ଯେତେ ଚେଷ୍ଟା କରିଲେ ମଧ୍ୟ କିଛି କ୍ଷତି କରି ପାରିବେ ନାହିଁ ।
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :