• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Scorpio

ବିଛା

Monday 08 Jan 2024

ବିଶାଖା- ସ୍ୱାସ୍ଥ୍ୟ ଭଲ ରହିବା ସହ ମନ ପ୍ରସନ୍ନ ରହିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କାଟିବେ । ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । 
ଅନୁରାଧା- ରାଜନୀତି ସଙ୍ଗଠନ ସୁଦୃଢ ହେବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କର ଆଶା ଶେଷରେ ପୂରଣ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।
ଜ୍ୟେଷ୍ଠା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।     
ପ୍ରତିକାର-ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :