• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Capricorn

ମକର

Monday 08 Jan 2024

ଉ,ଷାଢା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ । 
ଶ୍ରବଣା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ ।
ଧନିଷ୍ଠା- ଖେଳାଳୀଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ-ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିଙ୍କ ନେତାଙ୍କ ଲାଗି ଦିନଟି ଭଲ ରହିବ । 
ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :