• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଅଚାନକ୍‌ ଧନ ଲାଭ ହୋଇପାରେ...

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ  ଅହୋରାତ୍ର ତିଥି-  ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।

Aries

ମେଷ

Sunday 08 Jan 2023

ଅଶ୍ୱନୀ – କଷ୍ଟ, ଯନ୍ତ୍ରଣାରୁ ମୁକ୍ତି ପାଇବେ । ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।
ଦ୍ୱିଜା – ପ୍ରତିଯୋଗୀ ବ୍ୟବସାୟୀଙ୍କ ତ୍ରୁଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷାକ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ ।
କୃତିକା – ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତିକୁ ନେଇ ଲାଗିଥିବା ଆଇନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି ।

ପ୍ରତିକାର -  ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :