• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭ, ଅଚାନକ୍‌ ଧନ ଲାଭ ହୋଇପାରେ...

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୮ ତାରିଖ, ରବିବାର। ଚନ୍ଦ୍ର – କର୍କଟ  ଅହୋରାତ୍ର ତିଥି-  ପ୍ରତିପଦ ପ୍ରାତଃ ୦୭.୦୭ ଗତେ ୨ୟା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମେଷ ପୁଷ୍କର ଦୋଷ – ୧ପାଦ - କୃଷିହାନି-ଭୂମିଦାନ ପ୍ରାତଃ ୦୭.୦୭ ଗତେ ୨ ପାଦ।

Taurus

ବୃଷ

Sunday 08 Jan 2023

କୃତିକା  - ସ୍ୱାସ୍ଥ୍ୟସମସ୍ୟା ଅନେକାଂଶରେ କମ୍ ରହିବ ।  ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।  ଅଫିସ୍‌ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାଯ୍ୟ ପାଇବେ । ଔଷଧ ସମ୍ବନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।
ରୋହିଣୀ – ଆପଣଙ୍କର ଆତ୍ମ ବିଶ୍ୱାସ ସ୍ତର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନ ସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ।
ମୃଗଶିରା – ପୂଜା ପାଠରେ  ଅଧିକ ସମୟ ବିତାଇବେ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରିପାରନ୍ତି ।  ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷିତ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :